ଆନ୍ତର୍ଜାତିକ ଶ୍ରୀଜଗନ୍ନାଥ ମହିମା ପ୍ରଚାରକ ବାବାଜୀ ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ୱନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଜ୍ଞାନେନ୍ଦ୍ର

ଭୁବନେଶ୍ୱର (୨୨.୦୨.୨୬) : ଗୁରୁକୃପା ଚାରିଟେବୁଲ ସୋସାଇଟି ପକ୍ଷରୁ ଆନ୍ତର୍ଜାତିକ ଶ୍ରୀଜଗନ୍ନାଥ ମହିମା ପ୍ରଚାରକ, ବିଶିଷ୍ଟ ଭାଗବତ କଥାକାର, ମାଳିକା ପୁରୁଷ…