ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅସୁସ୍ଥ। ଅସୁସ୍ଥତା କାରଣରୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ଆପଲୋ ହସ୍ପିଟାଲରେ ରାଜ୍ୟପାଳଙ୍କ ରୁଟିନ୍ ଚେକଅପ୍ ଚାଲିଛି। ତେବେ ରାଜ୍ୟପାଳଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ୱାଭାବିକ ରହିଥିବା ଜଣାପଡ଼ିଛି। ତେବେ ତାଙ୍କର କଣ ସମସ୍ୟା ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ।